1ହେ ସୈନ୍ୟାଧିପତି ସଦାପ୍ରଭୋ,
2ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ;
3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ
4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ;
5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ
6ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି;
7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି,
8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ;
9ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର
10କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;
11କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି;
12ହେ ସୈନ୍ୟାଧିପତି ପରମେଶ୍ୱର,