1ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ;
2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ,
3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ;
4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ
5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ?
6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ,
7ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର
8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ;
9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ,
10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି;
11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି;
12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ;
13ଧର୍ମ ତାହାଙ୍କର ଆଗେ ଆଗେ ଯିବ