We Believe JesusFé, Esperança e Nova Vida

ଗୀତସଂହିତା 87

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 86 ଗୀତସଂହିତା ଗୀତସଂହିତା 88 →

1ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।

2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା

3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]

4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି;

5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;”

6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ,

7ଗାୟକ ଓ ନର୍ତ୍ତକମାନେ କହିବେ,

← ଗୀତସଂହିତା 86 ଗୀତସଂହିତା ଗୀତସଂହିତା 88 →