We Believe JesusFé, Esperança e Nova Vida

ଗୀତସଂହିତା 89

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 88 ଗୀତସଂହିତା ଗୀତସଂହିତା 90 →

1ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି;

2କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି;

3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ,

4‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା

5ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ,

6କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ?

7ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ,

8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,

9ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ;

10ତୁମ୍ଭେ ରାହବକୁ89:10 ରାହବକୁ ଏହା ଏକ ସମୁଦ୍ରଜୀବୀ ଜୀବ ଯାହା ଏବ୍ରୀ ଗଳ୍ପରେ ଆସେ ପୁଣି ଏହା ଦୁଷ୍ଟତାକୁ ସୂଚିତ କରେ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ;

11ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର;

12ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ;

13ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ;

14ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ;

15ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ;

16ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି

17କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ;

18କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର

19ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ,

20ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ;

21ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ;

22ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ;

23ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା

24ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ;

25ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ

26ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା,

27ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ,

28ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା,

29ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା

30ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି

31ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି

32ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର

33ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ;

34ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ,

35ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ;

36ତାହାର ବଂଶ ସଦାକାଳ ରହିବ

37ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ

38ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ,

39ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ;

40ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ;

41ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି;

42ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ;

43ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ

44ତୁମ୍ଭେ ତାହାର ରାଜଦଣ୍ଡ89:44 ରାଜଦଣ୍ଡ ତେଜ ନିବୃତ୍ତ କରିଅଛ

45ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ;

46ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ?

47ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର;

48ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର

49ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା

50ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର

51ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି,

52ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ,

← ଗୀତସଂହିତା 88 ଗୀତସଂହିତା ଗୀତସଂହିତା 90 →