We Believe JesusFé, Esperança e Nova Vida

ଗୀତସଂହିତା 90

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 89 ଗୀତସଂହିତା ଗୀତସଂହିତା 91 →

1ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ

2ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ

3ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ।

4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ

5ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ।

6ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ;

7କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ,

8ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ,

9କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ;

10ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,

11ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ

12ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,

13ହେ ସଦାପ୍ରଭୋ, ଫେର; କେତେ କାଳ?

14ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର;

15ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ

16ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ

17ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;

← ଗୀତସଂହିତା 89 ଗୀତସଂହିତା ଗୀତସଂହିତା 91 →