1ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ,
2ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ;
3କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ
4ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ
5ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
6ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ
7ତୁମ୍ଭ ପାର୍ଶ୍ୱରେ ସହସ୍ର
8ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ
9କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ।
10ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ,
11କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା
12ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ,
13ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ;
14ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା;
15ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା;
16ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା