1ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
2ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ,
3ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା
4ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ;
5ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ!
6ଜ୍ଞାନହୀନ ଲୋକ ଜାଣେ ନାହିଁ;
7ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ
8ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
9କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ,
10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ;
11ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ
12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ;
13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି,
14ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ;
15ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ;