1ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ୱର,
2ହେ ପୃଥିବୀର ବିଚାରକର୍ତ୍ତା, ଉଠ;
3ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ,
4ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ?
5ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି
6ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି
7ପୁଣି, “ସଦାପ୍ରଭୁ ଦେଖିବେ ନାହିଁ,
8ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର;
9ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ?
10ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି,
11ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା
13ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
14କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ,
15ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ;
16କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ?
17ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର
18“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ,
19ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର
20ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ
21ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି
22ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ
23ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି,