1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ;
2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,
3କାରଣ ସଦାପ୍ରଭୁ ମହାନ ପରମେଶ୍ୱର
4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ;
5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ;
6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ;
7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର,
8ଯେପରି ମିରୀବାଃ95:8 ମିରୀବାଃ ଯାହାର ଅର୍ଥ କଳହ ନିକଟରେ ଉତ୍ତେଜିତ ହେବା ସମୟରେ,
9ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ,
10ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ,
11ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ