1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ;
2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ;
3ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ
4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା;
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ,
6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ
7ଖୋଦିତ ପ୍ରତିମାଗଣର ସେବକ ସମସ୍ତେ
8ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା
9କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ;
10ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର;
11ଧାର୍ମିକମାନଙ୍କ ପାଇଁ ଦୀପ୍ତି
12ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର;