We Believe JesusFé, Esperança e Nova Vida

ଗୀତସଂହିତା 99

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 98 ଗୀତସଂହିତା ଗୀତସଂହିତା 100 →

1ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ;

2ସଦାପ୍ରଭୁ ସିୟୋନରେ ମହାନ

3ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ;

4ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ;

5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର

6ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ

7ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ;

8ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ।

9ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର

← ଗୀତସଂହିତା 98 ଗୀତସଂହିତା ଗୀତସଂହିତା 100 →