1ଇଫ୍ରୟିମ ବାୟୁ ଭୋଜନ କରେ
2ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି,
3ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା
4ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା;
5ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର;
6ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର;
7ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି;
8ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି,
9ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ;
10ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ
11ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର;
12ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା
13ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା
14ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି;