We Believe JesusFé, Esperança e Nova Vida

ହୋଶେୟ 13

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ହୋଶେୟ 12 ହୋଶେୟ ହୋଶେୟ 14 →

1ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ;

2ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି

3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର

4ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ

5ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।

6ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ;

7ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ;

8ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା

9ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ,

10ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ?

11ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ

12ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।

13ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ;

14ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା;

15ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ,

16ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ;

← ହୋଶେୟ 12 ହୋଶେୟ ହୋଶେୟ 14 →