We Believe JesusFé, Esperança e Nova Vida

ହୋଶେୟ 14

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ହୋଶେୟ 13 ହୋଶେୟ

1ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ;

2ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ;

3ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ;

4ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା,

5ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା;

6ତାହାର ଶାଖାସବୁ ବିସ୍ତାରିତ ହେବ

7ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ;

8ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?”

9ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ।

← ହୋଶେୟ 13 ହୋଶେୟ