1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ;
2ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ;
3ପୁଣି, ଆମ୍ଭେମାନେ ଜ୍ଞାତ ହେଉ,
4ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା?
5ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ;
6କାରଣ ବଳିଦାନ ନୁହେଁ, ମାତ୍ର ଦୟା
7ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି;
8ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
9ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି,
10ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ,
11ଆହୁରି ହେ ଯିହୁଦା,