We Believe JesusFé, Esperança e Nova Vida

ହୋଶେୟ 8

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ହୋଶେୟ 7 ହୋଶେୟ ହୋଶେୟ 9 →

1ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ;

2ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ,

3ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି;

4ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ;

5ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି।

6କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି,

7କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ।

8ଇସ୍ରାଏଲ ଗ୍ରାସିତ ହୋଇଅଛି;

9କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ

10ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ

11କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି,

12ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ

13ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ

14କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି

← ହୋଶେୟ 7 ହୋଶେୟ ହୋଶେୟ 9 →